www.samajalive.in
Friday, December 12, 2025
16.1 C
Bhubaneswar

ଭୋକାଲ୍‍ ଫର୍‍ ଲୋକାଲ୍‍ : ସ୍ୱଦେଶୀ ଜିନିଷ ବ୍ୟବହାର କରିବାକୁ କହିଲେ ମୁଖ୍ୟମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପିନ୍ଧିଲେ ସମ୍ବଲପୁରୀ ବସ୍ତ୍ର । ଆଉ  ଓଡ଼ିଶାର ଲୋକମାନଙ୍କୁ ଭୋକାଲ୍‍ ଫର୍‍ ଲୋକାଲ୍‍ ହୁଅନ୍ତୁ, ସ୍ୱଦେଶୀ ଜିନିଷ ବ୍ୟବହାର କରିବାକୁ କହିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଭୋକାଲ୍‍ ଫର୍‍ ଲୋକାଲ୍‍ ଆହ୍ୱାନ ଗ୍ରହଣ ପାଇଁ ରାଜ୍ୟବାସୀଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିପାଇଁ ସୋସିଆଲ ମିଡ଼ିଆ ଏକ୍ସରେ ପୋଷ୍ଟ କରି ଅପିଲ୍‍ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ଏକ୍ସରେ ଲେଖିଛନ୍ତି ସ୍ୱାବଲମ୍ବୀ ଓ ସ୍ୱଦେଶୀ ବ୍ୟବହାରକୁ ସ୍ମରଣ କରି ବୟନିକାରୁ ହସ୍ତତନ୍ତ ବସ୍ତ୍ର କିଣିଛନ୍ତି । ସ୍ୱଦେଶୀ ଆନ୍ଦୋଳନରୁ ପ୍ରେରଣା ନେଇ ଭୋକାଲ୍‍ ଫର୍‍ ଲୋକାଲ୍‍ ପାଇଁ ଆହ୍ୱାନା ସ୍ଥାନୀୟ ବୁଣାକାର ଓ ହସ୍ତଶିଳ୍ପୀଙ୍କୁ ସମର୍ଥନ କରିବାକୁ ଆଗେଇ ଆସନ୍ତୁ । ଆମର ସମୃଦ୍ଧ ସାଂସ୍କୃତିକ ଐତିହ୍ୟକୁ ସୁରକ୍ଷା ଦେବା ଆମ ସମସ୍ତଙ୍କର କର୍ତ୍ତବ୍ୟ । ସ୍ୱଦେଶୀ ବ୍ୟବହାରକୁ ସମର୍ଥନ କରି ଓଡ଼ିଶାକୁ ସଶକ୍ତ ଓ ସ୍ୱାବଲମ୍ବୀ କରିବାକୁ ଅପିଲ୍‍ କରିଛନ୍ତି ମୁଖ୍ୟମନ୍ତ୍ରୀ ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories