www.samajalive.in
Saturday, December 13, 2025
21.1 C
Bhubaneswar

୧୨ଘଣ୍ଟାରେ ବାତ୍ୟା ସମ୍ଭାବନା 

ସମାଜ ଡିଜିଟାଲ ଡେସ୍କ: ଆଗାମୀ ୧୨ଘଣ୍ଟାରେ ଆରବ ସାଗରରେ ବାତ୍ୟା ସମ୍ଭାବନା ରହିଛି । ଚଳିତ ବାତ୍ୟା ଋତୁରେ ଏହା ପ୍ରଥମ ବାତ୍ୟା ସମ୍ଭାବନା ରହିଛି । ୨୪ଘଣ୍ଟାରେ ଘନୀଭୂତ ହୋଇ ଗୋଟିଏ ଭୀଷଣ ବାତ୍ୟା ରୂପ ନେଇପାରେ । ତେବେ ଓଡ଼ିଶା ଉପରେ ଏହି ବାତ୍ୟାର କୌଣସି ପ୍ରଭାବ ପଡିବ ନାହିଁ ବୋଲି କୁହାଯାଇଛି ।
ସେପଟେ ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗି ରହିଛି । ଗଭୀର ଅବପାତ ଦକ୍ଷିଣ ଓଡ଼ିଶା ଦେଇ ଗତି କରିବା ପରେ ଧୀରେ ଧୀରେ ଦୁର୍ବଳ ହେଉଛି । ଏହାର ପ୍ରଭାବରେ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ଆଜି ସକାଳୁ ୮ଟା ପର୍ଯ୍ୟନ୍ତ ୭ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ରେଡ୍‍ ଆଲର୍ଟ ଜାରି କରାଯାଇଥିଲା । ଆଜି ଅତିପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories