www.samajalive.in
Sunday, December 14, 2025
23.1 C
Bhubaneswar

ଜେଲରୁ କଏଦୀ ଚମ୍ପଟ ଘଟଣା: ଦୁଇ ୱାର୍ଡର ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: କଟକ ଚୌଦ୍ୱାର ଜେଲରୁ ଦୁଇ ଜଣ କଏଦୀ ଚମ୍ପଟ ମାରିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । କର୍ତ୍ତବ୍ୟରେ ଅବହେଳା ପାଇଁ ଦୁଇ ଜଣ ୱାର୍ଡରଙ୍କୁ ନିଲମ୍ବିତ କରାଯାଇଛି । ଅଲଗା ଅଲଗା ସେଲରେ ଥିଲେ ଦୁଇ ଜଣ କଏଦୀ । ହେଲେ ଆରିରେ ରଡ୍‍ କାଟି କିପରି ବାହାରକୁ ପଳାଇଲେ ତାହାକୁ ନେଇ ପ୍ରଶ୍ନ ଉଠିଛି । ବ୍ୟବହାର କରୁଥିବା କମଳକୁ ଦଉଡି କରି ପାଚେରୀ ଡେଇଥିଲେ ଚମ୍ପଟ ମାରିଥିବା କଏଦୀ । ଘଟଣା ତଦନ୍ତ କରିବା ପାଇଁ କଟକ ରେଞ୍ଜ ଡିଆଇଜିଙ୍କୁ ନିର୍ଦେଶ ଦେଇଛନ୍ତି ଜେଲ୍‍ ବିଭାଗ ଡିଜି ।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories