www.samajalive.in
Saturday, December 6, 2025
26.1 C
Bhubaneswar

ଭାରତ-ୱେଷ୍ଟଇଣ୍ଡିଜ୍‍ ଟେଷ୍ଟ ସିରିଜ୍‍: ପ୍ରଥମ ଟେଷ୍ଟ ଜିତିଲା ଭାରତ

ସମାଜ ଡିଜିଟାଲ ଡେସ୍କ: ଅହମ୍ମଦାବାଦରେ ଖେଳାଯାଇଥିବା ଭାରତ ୱେଷ୍ଟଇଣ୍ଡିଜ୍‍ ଦୁଇ ଟିକିଆ ମ୍ୟାଚରେ ପ୍ରଥମ ଟେଷ୍ଟ ଜିତିଲା ଭରତ । ଟିମ୍‍ ଇଣ୍ଡିଆ ୱେଷ୍ଟଇଣ୍ଡିଜ୍‍ କୁ ୧୬୨ରନରେ ଅଲଆଉଟ୍‍ କରିବା ପରେ ୨ୟ ପାଳିରେ ୧୪୬ରନରେ ଅଲଆଉଟ କରିଥିଲା । ଭାରତ ଏହାର ପ୍ରଥମ ପାଳି ୪୪୮ ରନରେ ଘୋଷଣା କରି ୨୮୬ ରନରେ ଆଗୁଆ ରହିଥିଲା। ଫଳରେ ୱେଷ୍ଟଇଣ୍ଡିଜ୍‍ କୁ ଇସିଂସ ଓ ୧୪୦ ରନରେ ହରାଇଲା ଭାରତୀୟ ଟିମ୍‍ । ଏହି ମ୍ୟାଚରେ ହିରୋ ସାଜିଛନ୍ତି ରବିନ୍ଦ୍ର ଜାଡେଜା । ପ୍ରଥମେ ଶତକ ହାସଲ ପରେ ୪ଟି ୱିକେଟ ନେଇଥିଲେ ଜାଡେଜା ।
ଏହି ଟେଷ୍ଟରେ ଭାରତୀୟ ଦଳ ଚମତ୍କାର ବ୍ୟାଟିଂ ପ୍ରଦର୍ଶନ କରିଛି। କେ.ଏଲ୍‍. ରାହୁଲ, ଧ୍ରୂବ ଜୁରେଲ ଏବଂ ରବିନ୍ଦ୍ର ଜାଡେଜା ଶତକ ହାସଲ କରିଥିଲେ।

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories