www.samajalive.in
Sunday, December 7, 2025
14.1 C
Bhubaneswar

ତଦନ୍ତ ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ : ଓପିଆରବି ଅଧ୍ୟକ୍ଷ

ଭୁବନେଶ୍ଵର: ଏସ୍‌ଆଇ ପରୀକ୍ଷା କେଳେଙ୍କାରୀ ନେଇ ଖୋଳତାଡ ଜାରି ରହିଥିବା ବେଳେ ଆଜି ଓପିଆରବି ଅଧ୍ୟକ୍ଷ ସୁଶାନ୍ତ ନାଥଙ୍କ ଅଧ୍ୟକ୍ଷତାରେ ଜରୁରୀ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ଓପିଆରବିର କର୍ମଚାରୀମାନେ ଉପସ୍ଥିତ ଥିଲେ। ତେବେ ବୈଠକ ପରେ ଓପିଆରବି ଅଧ୍ୟକ୍ଷ ସୁଶାନ୍ତ ନାଥ ପ୍ରତିକ୍ରିୟା ଦେଇ କହିଛନ୍ତି ଯାହା ଘଟଣା ଘଟିଛି, ତାହା ଲିଖିତ ଭାବେ ଆମେ କ୍ରାଇମବ୍ରାଞ୍ଚକୁ ଜଣାଇଛୁ। ତଦନ୍ତ ରିପୋର୍ଟକୁ ଅପେକ୍ଷା କରାଯାଇଛି। ରିପୋର୍ଟ ଆସିବା ପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସଠିକ୍ ସମୟରେ ସ୍ଵଚ୍ଛ ଭାବେ ପରୀକ୍ଷା ହେବ।

Hot this week

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

Related Articles

Popular Categories