www.samajalive.in
Monday, December 8, 2025
16.1 C
Bhubaneswar

ଭୁବନେଶ୍ୱର ବିମାନବନ୍ଦରରୁ ୩ କୋଟିର ମାରିଜୁଆନା ଜବତ

ସମାଜ ଡିଜିଟାଲ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରୁ ୩କୋଟିରୁ ଅଧିକ ଟଙ୍କାର ମାରିଜୁଆନା ଜବତ ହୋଇଛି। ଜଣେ ଯାତ୍ରୀଙ୍କ ଲଗେଜରୁ ଏହି ମାରିଜୁଆନାକୁ ଜବତ କରିଛି କଷ୍ଟମ ବିଭାଗ। ଏହି ଘଟଣାରେ ଜଣଙ୍କୁ ଅଟକ ରଖାଯାଇଛି। ତାଙ୍କ ନାଁ ହେଉଛି ମହମ୍ମଦ ଓ ଘର କେରଳରେ।

ସୂଚନା ଅନୁସାରେ, ମହମ୍ମଦ ବ୍ୟାଙ୍କକରୁ ଏହି ମାରିଜୁଆନା ଆଣିଥିଲେ। କଷ୍ଟମ ବିଭାଗ  ଅଧିକାରୀମାନେ ତାଙ୍କ ଲଗେଜ ଲାଞ୍ଚ କରିବା ସମୟରେ ସେଥିରୁ ମାରିଜୁଆନା ଠାବ ହୋଇଥିଲା, ଯାହାର ମୂଲ୍ୟ ୩କୋଟିରୁ ଅଧିକ ହେବ ବୋଲି ଜଣାପଡ଼ିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories