www.samajalive.in
Saturday, December 6, 2025
23.1 C
Bhubaneswar

ଜାପାନରେ ଶକ୍ତିଶାଳୀ ଭୂମିକମ୍ପ

ନୂଆଦିଲ୍ଲୀ : ଜାପାନର ହୋଂସୁ ପୂର୍ବ ଉପକୂଳରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୦ ରେକର୍ଡ ହୋଇଛି। ସ୍ଥାନୀୟ ଅଞ୍ଚଳର ଲୋକେ ଭୟଭୀତ ଅବସ୍ଥାରେ ଥିବାବେଳେ ବର୍ତ୍ତମାନ ପର୍ଯ୍ୟନ୍ତ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନି।

Hot this week

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

Related Articles

Popular Categories