www.samajalive.in
Friday, December 5, 2025
26.1 C
Bhubaneswar

ବ୍ୟାଟିଂ କରିବ ଭାରତ: ନୋ ହ୍ୟାଣ୍ଡସେକ୍

ନୂଆଦିଲ୍ଲୀ: ଆଜି ମହିଳା ଦିନିକିଆ ବିଶ୍ବକପ୍‌ରେ ଭାରତ ଓ ପାକିସ୍ତାନ ମଧ୍ୟରେ ମୁକାବିଲା ହେଉଛି। ଟସ୍‌ ଜିତି ପାକିସ୍ଥାନ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବାବେଳେ ଭାରତ ବ୍ୟାଟିଂ କରିବ। ଭାରତୀୟ ଏକାଦଶରେ ଗୋଟିଏ ପରିବର୍ତ୍ତନ ହୋଇଛି। ରେଣୁକା ସିଂ ଟିମ୍ ରେ ସାମିଲ ହୋଇଛନ୍ତି। ଟସ୍ ପରେ ଦୁଇ ଦଳର କ୍ୟାପ୍‌ଟେନ୍ ପରସ୍ପର ସହ ହ୍ୟାଣ୍ଡସେକ୍ କଲେନାହିଁ। ଭାରତୀୟ ପୁରୁଷ କ୍ରିକେଟ୍ ଟିମ୍ ରାସ୍ତାରେ ମହିଳା ଟିମ୍ ରହିଛି।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories