www.samajalive.in
Friday, December 12, 2025
15.1 C
Bhubaneswar

କଟକ ଜଗିଛନ୍ତି ବରିଷ୍ଠ ଆଇପିଏସ୍‌

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ ପରେ କଟକରେ କ୍ୟାମ୍ପ କରି ଜଗି ରହିଛନ୍ତି ପୁଲିସ ମହାନିର୍ଦେଶକ ୱାଇ. ବି ଖୁରାନିଆ। ସେଠାରେ ଓଡ଼ିଶାର ପୁଲିସର ସମସ୍ତ ବରିଷ୍ଠ ଅଧିକାରୀ ପହଞ୍ଚି ସୁରକ୍ଷା ଦାୟିତ୍ବ ତୁଲାଉଛନ୍ତି। ବରିଷ୍ଠ ଆଇପିଏସ୍‌ ସୌମେନ୍ଦ୍ର ପ୍ରିୟଦର୍ଶୀ, ଅରୁଣ ବୋଥ୍ରା, ରାଜେଶ କୁମାର, ସଞ୍ଜୟ କୁମାର, ପ୍ରବୀଣ, ଯୁଗୋଳ କିଶୋରଙ୍କ ସମେତ ପୁଲିସ ଆୟୁକ୍ତ ସୁରେଶ ଦେବଦତ୍ତ ସିଂ, ଅତିରିକ୍ତ ଆୟୁକ୍ତ ନରସିଂହ ଭୋଳ ଉପସ୍ଥିତ ଅଛନ୍ତି।  ସୁରକ୍ଷାରେ ନିୟୋଜିତ ଥିବା ସମସ୍ତ ପୁଲିସ କର୍ମଚାରୀଙ୍କୁ କିଭଳି ଉତ୍ତେଜନା ପ୍ରତିହତ କରିବେ ସେ ସମ୍ପର୍କରେ ବରିଷ୍ଠ ଅଧିକାରୀମାନେ ପରାମର୍ଶ ଦେଇଛନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories