www.samajalive.in
Friday, December 5, 2025
27.1 C
Bhubaneswar

ମଣିପୁରରେ ଓଡ଼ିଆ ଯବାନ ସହିଦ: ଆଜି ଆସିବ ମରଶରୀର

ବ୍ରହ୍ମପୁର: ମଣିପୁରରେ କାର୍ଯ୍ୟରତ ଜଣେ ଓଡ଼ିଆ ଯବାନ ସହିଦ ହୋଇଛନ୍ତି । ମୃତ ଯବାନ ହେଲେ ପୁରୀ ଜିଲା ବ୍ରହ୍ମଗିରି ବ୍ଲକ ଅନ୍ତର୍ଗତ କପିଳେଶ୍ୱରପୁର ଦ୍ୱିତୀୟ ଓ ଗ୍ରାମର ଶ୍ୟାମସୁନ୍ଦର କର । ସେ ମଣିପୁର ବାଟାଲିୟନର ସିପାହି ଭାବେ କାର୍ଯ୍ୟ କରୁଥିଲେ । ତାଙ୍କର ଆକସ୍ମିକ ମୃତ୍ୟୁ ଘଟିଛି । ମୁତ୍ୟୁ ଖବର ପାଇବା ପରେ ସ୍ଥାନୀୟ ଅଞ୍ଚଳରେ ଶୋଖ ପ୍ରକାଶ ପାଇଛି । ଶ୍ୟାମସୁନ୍ଦରଙ୍କର ପରିବାରରେ ବୃଦ୍ଧ ବାପାଙ୍କ ସମେତ ପତ୍ନୀ ଓ ଗୋଟିଏ ପୁଅ ଓ ଝିଅ ରହିଛନ୍ତି । ମରଶରୀର ଆଜି କପିଳେଶ୍ୱରରପୁର ଅଣାଯିବ । ଜଗନ୍ନାଥ ରୋଡରୁ ଏକ ଶୋଭାଯାତ୍ରା ବାହାରି ଗ୍ରାମ ପରିକ୍ରମା କରାଯିବ । ଏଥିରେ ଜିଲା ପ୍ରଶାସନ ଓ ବ୍ଲକ ଅଧିକାରୀ ଯୋଗ ଦେବେ । ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶବ ସତ୍କାର କରାଯିବ ବୋଲି ଜଣାପଡିଛି ।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories