www.samajalive.in
Saturday, December 6, 2025
23.1 C
Bhubaneswar

ପୁରୀରେ ହବିଷ୍ୟାଳିଙ୍କ ଭିଡ଼: କାଲିଠୁ କାର୍ତ୍ତିକ ବ୍ରତ କରିବେ ହବିଷ୍ୟାଳି

ସମାଜ ଡିଜିଟାଲ ଡେସ୍କ: ପୁରୀରେ ଆଜିଠାରୁ ଆରମ୍ଭ ହେଉଛି ହବିଷ୍ୟାଳିଙ୍କ ପଞ୍ଜିକରଣ । ସହରର ୫ଟି ସ୍ଥାନରେ ହବିଷ୍ୟାଳି ମା’ ମାନଙ୍କ ଲାଗି ରହିବାର ବ୍ୟବସ୍ଥା କରାଯାଇଛି । ସେଥିପାଇଁ ଆଜି ବୃନ୍ଦାବତୀ ନିବାସ, ନରେନ୍ଦ୍ର କୋଣ, ରେଲୱେ ପର୍ଯ୍ୟଟକ କମ୍ପେ୍ଲକ୍ସ, ରେଲୱେ କଲ୍ୟାଣ ମଣ୍ଡପ, ବଗଳା ଧର୍ମଶାଳା ଓ ମୋଚିସାହି ମ୍ୟୁନିସିପାଲିଟି କଲ୍ୟାଣ ମଣ୍ଡପରେ ରେଜିଷ୍ଟ୍ରେସନ ଆରମ୍ଭ ହେଉଛି ।

ଅନଲାଇନରେ ରେଜିଷ୍ଟ୍ରେସନ କରାଯାଇଥିବା ମହିଳମାନେ ତାଙ୍କର କାଗଜ ଦେଖାଇ ସେଠାରେ ରହିପାରିବେ । କିପରି ସୁବିଧାରେ ଶ୍ରୀମନ୍ଦିରରେ ଦର୍ଶନ, ମହାପ୍ରସାଦ ସେବନ, ପୂଜାବିଧି ସହ ଆକାଶଦୀପ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ସରଳ ଭାବେ ହୋଇପାରିବ ସେନେଇ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । କେବଳ ଅନଲାଇନରେ ବୁକିଂ କରିଥିବା ୨ହଜାର ୫ଶହ ମହିଳାଙ୍କ ପାଇଁ ଏହି ବ୍ୟବସ୍ଥା କରାଯାଇଛି । ଆସନ୍ତାକାଲିଠାରୁ କାର୍ତ୍ତିକ ହବିଷ୍ୟାଳି ମାନେ ବ୍ରତ ସଂକଳ୍ପ କରିବେ ।

Hot this week

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

Related Articles

Popular Categories