www.samajalive.in
Friday, December 5, 2025
20.1 C
Bhubaneswar

ଇନ୍‌ଫୋଭ୍ୟାଲି ଗୁଳିକାଣ୍ଡ ଘଟଣା: ଅଳ୍ପକେ ବର୍ତ୍ତିଲା କୁନି ଝିଅ, ସାଇଣ୍ଟିଫିକ୍ ଟିମ୍‌ର ତଦନ୍ତ ଜାରି

ଭୁବନେଶ୍ୱର: ଭୁବନେଶ୍ଵର ଇନ୍‌ଫୋଭ୍ୟାଲି ଥାନା ଦେଉଳିଆପାଟଣା ଗୁଳିକାଣ୍ଡ ଘଟଣା।  ଆଜି ପୁଲିସ୍‌ ଏବଂ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ରବିବାର ଇନ୍‌ଫୋଭ୍ୟାଲି ଅଞ୍ଚଳ ଦେଉଳିଆପାଟଣାରେ ଥିବା ଭାଇ ଭାଇ ମଠରେ ଚାରି ରାଉଣ୍ଡ ଗୁଳି ଫୁଟିଥିଲା । ଏଥିରେ ଦୁଇ ଜଣ ଆହତ ହୋଇଥିବାବେଳେ ଆଶ୍ରମ ରେ ଥିବା କୁନି ଝିଅ ପୁପୁଲି ଅଳ୍ପକେ ବର୍ତ୍ତିଯାଇଛି। ଦୁଇ ଜଣ ଆହତଙ୍କ ମଧ୍ୟରୁ ଜଣଙ୍କର ଅବସ୍ଥା ସଙ୍କଟାପର୍ଣ୍ଣ ଥିବାରୁ ତାଙ୍କୁ ଭୁବନେଶ୍ଵର ଏମ୍ସରେ ଭର୍ତ୍ତି କରାଯାଇଛି। ତେବେ ଜଙ୍ଗଲ ଭିତରେ ଅପରାଧି ମାନେ କାହିଁକି ଟାର୍ଗେଟ୍ କରିଥିଲେ, ତାହା ସବୁଠାରୁ ବଡ ପ୍ରଶ୍ନବାଚୀ ସୃଷ୍ଟି କରିଛି। ପୁଲିସ୍‌ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories