www.samajalive.in
Saturday, December 6, 2025
26.1 C
Bhubaneswar

କଣ କରୁଥିଲା ଗୁଇନ୍ଦା : ସୋଫିଆ

କଟକ : କଟକ ଗଣ୍ଡଗୋଳ ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି ପୁଲିସ୍‌ ହେଡ୍‌ କ୍ଵାର୍ଟର୍ସରେ ଏଭଳି ଘଟଣା ଘଟିବା ନିନ୍ଦନୀୟ। ଆଗୁଆ ଏ ବାବଦରେ କୌଣସି ସୂଚନା ନଥିଲା । ତେଣୁ ଗୁଇନ୍ଦା ସମ୍ପୂର୍ଣ୍ଣ ଫେଲ ମାରିଛି। କଟକ ସହରରେ ଶାନ୍ତି ବଜାୟ ରଖିବା ଆମର ପ୍ରାଥମିକତା। ପୁଲିସ୍‌ ଏହି ଘଟଣାରେ କଠୋରରୁ କଠୋଇ କାର୍ଯ୍ୟାନୁଷ୍ଠାନ ନେଉ ବୋଲି କହିଛନ୍ତି ସୋଫିଆ।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories