www.samajalive.in
Monday, December 8, 2025
20.1 C
Bhubaneswar

ପ୍ରଧାନ ବିଚାରପତିଙ୍କ ଉପରକୁ ଆକ୍ରମଣ ଉଦ୍ୟମ ପ୍ରତି ଭାରତୀୟଙ୍କୁ ଅସନ୍ତୁଷ୍ଟ କରିଛି: ମୋଦୀ

ନୂଆଦିଲ୍ଲୀ : ପ୍ରଧାନ ବିଚାରପତିଙ୍କ ଉପରକୁ ଆକ୍ରମଣ ଉଦ୍ୟମ ପରେ ପ୍ରଧାନମନ୍ତ୍ରୀ ମୋଦୀ ଜଷ୍ଟିସ୍ ଗଭଇଙ୍କ ସହ ଆଲୋଚନା କରିଛନ୍ତି। ମୋଦୀ ସାମାଜିକ ଗଣମାଧ୍ୟମ ଏକ୍ସ ଜରିଆରେ କହିଛନ୍ତି କି ‘ମୁଁ ପ୍ରଧାନ ବିଚାରପତିଙ୍କ ସହ ଆଲୋଚନା କରିଛି। ସୁପ୍ରିମକୋର୍ଟରେ ତାଙ୍କ ଉପରେ ଆକ୍ରମଣ ପ୍ରତି ଭାରତୀୟଙ୍କୁ ଅସନ୍ତୁଷ୍ଟ କରିଛି। ଆମ ସମାଜରେ ଏଭଳି ନିନ୍ଦନୀୟ କାର୍ଯ୍ୟ ପାଇଁ କୌଣସି ସ୍ଥାନ ନାହିଁ। ଏହା ଅତ୍ୟନ୍ତ ଲଜ୍ଜାଜନକ।’

- Advertisement -

ସୂଚନାଯୋଗ୍ୟ ପ୍ରଧାନ ବିଚାରପତି ଜଷ୍ଟିସ୍‍ ବି.ଆର ଗଭଇ ଏକ ମାମଲାର ଶୁଣାଣି କରୁଥିବା ସମୟରେ ଜୋତା ଫିଙ୍ଗିବାକୁ ଉଦ୍ୟମ କରିବା ସହ ଚିତ୍କାର କରି ରାକେଶ କହିଥିଲେ କି, ‘ସନାତନଙ୍କ ପ୍ରତି ଅପମାନ ସହ୍ୟ କରିବି ନାହିଁ’ । ଆକ୍ରମଣ ଉଦ୍ୟମ ପରେ କୋର୍ଟ କର୍ମଚାରୀମାନେ ତାଙ୍କୁ ପୁଲିସ ଜିମା ଦେଇଥିଲେ । ତାଙ୍କର ଲାଇସେନ୍ସ ରଦ୍ଦ କରିଛି ବିସିଆଇ।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories