www.samajalive.in
Monday, December 8, 2025
27.1 C
Bhubaneswar

ବ୍ରହ୍ମପୁର- ଗୁଳିକାଣ୍ଡରେ ବିଜେପି ନେତା ମୃତ

ବ୍ରହ୍ମପୁର: ବ୍ରହ୍ମାନଗରରେ ଜଣେ ବରିଷ୍ଠ ଆଇନ୍‌ଜୀବୀଙ୍କୁ ଗୁଳିମାଡ଼ ହୋଇଛି। ବରିଷ୍ଠ ଆଇନ୍‌ଜୀବୀ ପୀତବାସ ପଣ୍ଡାଙ୍କୁ ତାଙ୍କ ଘର ବାହାରେ ୨ ଦୁର୍ବୃତ୍ତ ଗୁଳିମାଡ଼ କରି ଫେରାର ହୋଇଯାଇଛନ୍ତି। ଏକ ବାଇକରେ ଆସି ୨ ଦୁର୍ବୃତ୍ତ ଫେରାର ହୋଇଯାଉଥିବା ସ୍ଥାନୀୟ ଲୋକେ ଦେଖିଥିବା ସୂଚନା ଦେଇଛନ୍ତି। ଅନ୍ୟପଟେ ଗୁଳିମାଡ ପରେ ଗୁରୁତର ପୀତବାସଙ୍କୁ ଏମକେସିଜି ସ୍ଥାନାନ୍ତର କରାଯାଇଥିଲା । ସେଠାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

ଏହାପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି  ପୁଲିସ ଘଟଣାର ତଦନ୍ତ କରୁଛି।

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories