www.samajalive.in
Saturday, December 6, 2025
26.1 C
Bhubaneswar

୨୦ ହଜାର ଲାଞ୍ଚ ନେଇ ସହକାରୀ ଯନ୍ତ୍ରୀ ଗିରଫ

ଭୁବନେଶ୍ୱର- କୋରାପୁଟ ଜିଲ୍ଲା କୁନ୍ଦୁରା ବ୍ଲକର ସହକାରୀ ଯନ୍ତ୍ରୀ ଲମ୍ବୋଦର ନାୟକ ୨୦ ହଜାର ଟଙ୍କା ଲାଞ୍ଚ ନେଇଥିବା ଅଭିଯୋଗରେ ଗିରଫ ହୋଇଛନ୍ତି । ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ତାଙ୍କୁ ଗିରଫ କରାଯାଇଛି । ଜଣେ ଠିକାଦାରଙ୍କ ଠାରୁ ବିଲ୍‌ ପାସ୍‌ କରିବା ପାଇଁ ସେ ଲାଞ୍ଚ ମାଗିଥିଲେ ।

ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ବିଭାଗର ଅଧିକାରୀମାନେ ତାଙ୍କୁ ଧରିଥିଲେ । ଲମ୍ବୋଦରଙ୍କ ଠାରୁ ରଙ୍ଗବୋଳା ଟଙ୍କା ଜବତ ହୋଇଛି ।ଲମ୍ବୋଦରଙ୍କର ବିଭିନ୍ନ ଘର ଓ କାର୍ଯ୍ୟାଳୟରେ ଚଢଉ ଜାରି ରହିଛି ।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories