www.samajalive.in
Friday, December 5, 2025
17.1 C
Bhubaneswar

ଯୁବତୀଙ୍କୁ ଗଣଦୁଷ୍କର୍ମ ! ଦୁଇ ଅଟକ

ରାଉରକେଲା : ରାଉରକେଲାରେ ଯୁବତୀଙ୍କୁ ଗଣ ଦୁଷ୍କର୍ମ ଅଭିଯୋଗ ହୋଇଛି। ଏହି ଘଟଣାରେ ପୁଲିସ୍‌ ଦୁଇ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ରାଜ୍ୟରେ ଦିନକୁ ଦିନ ଅପରାଧିକ କାର୍ଯ୍ୟକଳାପ ବୃଦ୍ଧି ପାଇବାରେ ଲାଗିଛି। ସୋମବାର ଟ୍ରେନ ଲାଇନ୍‌ କଡ଼ରେ ଜଣେ ଯୁବତୀଙ୍କୁ ଗଣବଳାତ୍କାର କରାଯାଇଥିବା ରଘୁନାଥପାଲ୍ଲୀ ଥାନାରେ ଅଭିଯୋଗ ହୋଇଛି।
ଅଭିଯୋଗକୁ ଭିତ୍ତିକରି ପୁଲିସ୍‌ ଘଟଣାରେ ସମ୍ପୃକ୍ତ ୨ ଜଣ ଯୁବକଙ୍କୁ ଅଟକ ରଖ ପଚରାଉଚରା କରୁଛି। ରଘୁନାଥପଲ୍ଲୀ ଥାନା ପଛପଟେ ଥିବା ରେଳ ଧାରଣାରେ ଜଣେ ଯୁବତୀ ଦୌଡୁଥିବାର ଦେଖି କିଛି ସ୍ଥାନୀୟ ଲୋକେ ପୁଲିସ୍‌ କୁ ଖବର ଦେଇଥିଲେ। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଯୁବତୀ ଜଣଙ୍କୁ ଉଦ୍ଧାର କରିଛି। ତେବେ ଯୁବତୀ ଜଣଙ୍କୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories