www.samajalive.in
Sunday, December 7, 2025
26.1 C
Bhubaneswar

୧୬.୫ ଲକ୍ଷର ବ୍ରାଉନସୁଗର ଜବତ, ଦୁଇ ଗିରଫ

ସମାଜ ଡିଜିଟାଲ ଡେସ୍କ: ବୁଲେଟରେ ବୁଲି ବ୍ରାଉନସୁଗର ବେପାର କରୁଥିବା ଦୁଇ ଅଭିଯୁକ୍ତଙ୍କୁ ମଙ୍ଗଳବାର ଗିରଫ କରିଛି ଭୁବନେଶ୍ଵର ବଡ଼ଗଡ଼ ଥାନା ପୁଲିସ। ସେମାନେ ହେଲେ ଲିଟେନ୍ଦ୍ର ବେହେରା(୪୨) ଏବଂ ଡି. ସୀମାଦ୍ରି ରେଡ୍ଡୀ(୨୪)। ବ୍ରହ୍ମେଶ୍ଵର ରାସ୍ତାର ମହେଶ୍ଵର ମନ୍ଦିର ସମ୍ମୁଖରୁ ଉଭୟ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି।

ପୁଲିସ ଅଭିଯୁକ୍ତମାନଙ୍କଠାରୁ ୧୬୫ ଗ୍ରାମ ବ୍ରାଉନସୁଗର ଜବତ କରିଛି, ଯାହାର ଆନୁମାନିକ ମୂଲ୍ୟ ୧୬ ଲକ୍ଷ ୫୦ ହଜାର ଟଙ୍କା ହେବ ବୋଲି କୁହାଯାଇଛି। ଏହା ସହିତ ସେମାନଙ୍କଠାରୁ ଏକ ବୁଲେଟ ଜବତ କରାଯାଇଛି।

Hot this week

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

Related Articles

Popular Categories