www.samajalive.in
Tuesday, December 9, 2025
16.1 C
Bhubaneswar

ଆଇନଜୀବୀ ପୀତବାସଙ୍କ ମେରୁଦଣ୍ଡରୁ ବହାରିଲା ୯ଏମଏମ ଗୁଳି

ସମାଜ ଡିଜିଟାଲ ଡେସ୍କ: ବ୍ରହ୍ମପୁରରେ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡା ହତ୍ୟାକାଣ୍ଡକୁ ନେଇ ଖୋଳତାଡ ଜାରି ରଖିଛି ପୁଲିସ । ହତ୍ୟାକାଣ୍ଡ ପଛରେ ସାର୍ପ ସୁଟର ଥିବା ସନ୍ଦେହ କରାଯାଉଛି । ପୀତବାସଙ୍କ ମେରୁଦଣ୍ଡରୁ ବାହାରିଥିଲା ୯ଏମ୍‍ଏମ୍‍ ଗୁଳି । ପୂର୍ବରୁ ଯୋଜନା ମୁତାବକ ସ୍ଥିତି ଉପରେ ନଜର ରଖି ହତ୍ୟାକାଣ୍ଡ ଘଟାଇଥିବା କୁହାଯାଉଛି ।
ଅନ୍ୟପଟେ ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ହତ୍ୟା ଘଟଣାରେ ଆଜି ସାରା ରାଜ୍ୟରେ ଓକିଲମାନେ ପ୍ରତିବାଦ କରୁଛନ୍ତି । ଆଜି କଲମ ଛାଡ ଆନ୍ଦୋଳନ କରୁଛନ୍ତି ସବୁ ଆଇନଜୀବୀ । ପୀତବାସଙ୍କ ପରିବାରକୁ କୋଟିଏ ଟଙ୍କାର କ୍ଷତିପୂରଣ ରାଶି ସହ ବିଚାର ବିଭାଗୀୟ ତଦନ୍ତ ଦାବି ହୋଇଛି । ଏହାସହ ଅଭିଯୁକ୍ତଙ୍କୁ ୪୮ଘଣ୍ଟା ମଧ୍ୟରେ ଗିରଫ କରିବାକୁ ଦାବି ହୋଇଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories