www.samajalive.in
Wednesday, December 10, 2025
18.1 C
Bhubaneswar

ଗୁରୁବାର ଜନଜାତି ବିଧାୟକ ଓ ସାଂସଦଙ୍କୁ ପ୍ରଶିକ୍ଷଣ

ଭୁବନେଶ୍ଵର: ଗୁରୁବାର ରାଜ୍ୟ ବିଜେପି ଅଫିସରେ ଜନଜାତି ବିଧାୟକ ଓ ସାଂସଦ ମାନଙ୍କୁ ପ୍ରଶିକ୍ଷଣ ଦିଆଯିବ। ଏ ନେଇ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର। ଏ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରୀୟ ସଂଗଠନ ମହାମନ୍ତ୍ରୀ ବିଏଲ୍ ସନ୍ତୋଷ ଏବଂ ରାଷ୍ଟ୍ରୀୟ ସଂଗଠକ ଭି.ସତୀଶ ମଧ୍ୟ ଉପସ୍ଥିତ ରହିବେ। ନିଜ ଅଞ୍ଚଳର ୨୦ରୁ ୨୫ ଗାଁକୁ ପୋଷ୍ୟ ଭାବେ ଗ୍ରହଣ ପରାମର୍ଶ ଦିଆଯିବ।

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories