www.samajalive.in
Friday, December 5, 2025
23.1 C
Bhubaneswar

କାମାକ୍ଷାନଗରରେ ବାଘ ଆତଙ୍କ

କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରରେ ପୁଣି ବାଘ ଆତଙ୍କ ଦେଖିବାକୁ ମିଳିଛି। ପଶ୍ଚିମାଞ୍ଚଳ ରେଞ୍ଜ ମୁକ୍ତାପଶି ଫରେଷ୍ଟ କାଦବସନ୍ତ ଗାଁରେ ଏକ ଗାଇକୁ ଜଙ୍ଗଲ ଭିତରକୁ ଘୋଷାଡି ନେଇ ମାରିଦେଇଥିବା ଜଣାପଡିଛି। ଘଟଣାସ୍ଥଳରେ ସ୍ଥାନୀୟ ଲୋକ ଆତଙ୍କିତ ଅବସ୍ଥାରେ ଥିବାବେଳେ ବାଘକୁ ଠାବ ପାଇଁ ବନ ବିଭାଗ ଉଦ୍ୟମ ଜାରି ରଖିଛି। ଜଙ୍ଗଲକୁ ନଯିବା, ଗାଈଗୋରୁ , ଛେଳି ମେଣ୍ଢା ଆଦି ନଛାଡିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି।

Hot this week

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

Related Articles

Popular Categories