www.samajalive.in
Friday, December 5, 2025
27.1 C
Bhubaneswar

ପୌର ଉପାଧ୍ୟକ୍ଷ ଅନାସ୍ଥା ପ୍ରସ୍ତାବ ମାମଲା: ନବୀନଙ୍କ ହସ୍ତକ୍ଷେପ

ଭୁବନେଶ୍ଵର: ରାୟଗଡ଼ା ପୌରପାଳିକା ଉପାଧ୍ୟକ୍ଷ ପଦ ବଜାୟ ପାଇଁ ବିଜେଡି କସରତ ଜାରି ରଖିଛି। ଏଥିରେ ହସ୍ତକ୍ଷେପ କରି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଚିଠି ଲେଖିଛନ୍ତି। ପୌର ଉପାଧ୍ୟକ୍ଷଙ୍କ ବିରୋଧରେ ଆସିଥିବା ଅନାସ୍ଥା ନେଇ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତାକାଲି ଅନାସ୍ଥା ବିପକ୍ଷରେ ଭୋଟ ଦେବାକୁ ଦଳୀୟ କାଉନସିଲରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଯଦି କୌଣସି କାଉସିଲର ଏହି ନିର୍ଦେଶ ବିରୋଧରେ ଯାଆନ୍ତି ତେବେ ମ୍ୟୁନିସପାଲ ଆମେଣ୍ଡମେଣ୍ଟ ନିୟମାବଳୀ ୨୦୧୮ର ରୁଲ୍‌ ୪୬ (ଖ) ଅନୁଯାୟୀ ଦଳ ପଦକ୍ଷେପ ଗ୍ରହଣ କରିବ ବୋଲି ଉକ୍ତ ଚିଠିରେ ଉଲ୍ଲେଖ ରହିଛି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories