www.samajalive.in
Monday, December 8, 2025
24.1 C
Bhubaneswar

ନୂଆପଡାର ଚୂଡାନ୍ତ ଭୋଟର ତାଲିକା ପ୍ରକାଶ

ସମାଜ ଡିଜିଟାଲ ଡେସ୍କ:  ନୂଆପଡା ଉପନିର୍ବାଚନ ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର ହୋଇଛି । ଏହି ଅବସରରେ ଚୂଡାନ୍ତ ଭୋଟର ତାଲିକା ପ୍ରକାଶ କରିଛନ୍ତି ଜିଲାପାଳ ମଧୁସୂଦନ ଦାସ । ବର୍ତ୍ତମାନ ନୂଆପଡାରେ ମୋଟ ୨ଲକ୍ଷ ୫୩ହଜାର ୬୨୪ଜଣ ଭୋଟର ରହିଛନ୍ତି । ସେଥିମଧ୍ୟରୁ ପୁରୁଷ ଭୋଟରଙ୍କ ସଂଖ୍ୟା ୧ଲକ୍ଷ ୨୪ହଜାର ୧୦୮ ଓ ମହିଳା ଭୋଟର ହେଉଛନ୍ତି ୧ଲକ୍ଷ ୨୯ହଜାର ୪୯୫ ଏବଂ ତୃତୀୟ ଲିଙ୍ଗ ଭୋଟର ୨୧ଜଣ ରହିଛନ୍ତି । ଏମାନଙ୍କ ମଧ୍ୟରେ ବୟସ୍କ ଭୋଟରଙ୍କ ସଂଖ୍ୟା ୧୭୮୬ ଓ ଯୁବ  ଭୋଟର ୯ହଜାର ୪୨୯ ଜଣ ରହିଛନ୍ତି ।
ନୂଆପଡାରେ ସ୍ୱର୍ଗତ ରାଜନ୍ଦ୍ରେ ଢୋଲକିଆଙ୍କ ପରଲୋକ ପରେ ଉପନିର୍ବାଚନ ହେବାକୁ ଯାଉଛି । ଏଥିପାଇଁ  ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର ହେବା ସହ ସୁରକ୍ଷା ବ୍ୟବସ୍ଥା ପ୍ରତି ବିଶେଷ ଦୃଷ୍ଟି ଦିଆଯାଉଛି ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories