www.samajalive.in
Monday, December 8, 2025
27.1 C
Bhubaneswar

ସୁଆଣ୍ଡୋରେ ଗୋପବନ୍ଧୁ ଦାସଙ୍କ ୧୪୮ତମ ଜୟନ୍ତୀ ପାଳିତ

ସମାଜ ଡିଜିଟାଲ ଡେସ୍କ: ପୁରୀ ଜିଲା ପ୍ରଶାସନ ଓ ଗୋପବନ୍ଧୁ ସ୍ମୃତି ପରିଷଦ ପକ୍ଷରୁ ଉତ୍କଳମଣି  ଗୋପବନ୍ଧୁ ଦାସଙ୍କ ଜନ୍ମସ୍ଥାନ ସୁଆଣ୍ଡୋରେ ୧୪୮ତମ ଜୟନ୍ତୀ ପାଳନ କରାଯାଇଛି । ଏହି ଅବସରରେ ସମାଜର ମୁଦ୍ରାକର ଓ ପ୍ରକାଶକ ରାଜେନ୍ଦ୍ର କୁମାର ଜେନା ଉପସ୍ଥିତ ରହି ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରୀ ମାନଙ୍କୁ ପୁରସ୍କୃତ କରିଛନ୍ତି ।

ଉତ୍କଳମଣି ଗୋବବନ୍ଧୁ ଦାସ ଥିଲେ ଏକାଧାରରେ ସମାଜସେବୀ, ସଂସ୍କାରକ, ବିଶିଷ୍ଟ ଶିକ୍ଷାବିତ୍‍, ଓକିଲ, ବ୍ୟବସ୍ଥାପକ ସଭ୍ୟ, କବି ତଥା ସାମ୍ବାଦିକତା ଜଗତର ମଉଡମଣି । ଯେତେ ଉପାଧି ଦେଲେ ମଧ୍ୟ ତାହା ତାଙ୍କ ପାଇଁ ଯଥେଷ୍ଟ ନୁହେଁ । ସେ କେବଳ ଉତ୍କଳର ମଣି ନଥିଲେ ବାସ୍ତବରେ ସେ ଥିଲେ ବିଶ୍ୱର ମଣି । ତାଙ୍କର ପ୍ରତି କବିତାରେ ବିଶ୍ୱ ଭାବନାର ଚିତ୍ର ପ୍ରତିଫଳିତ ।

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories