www.samajalive.in
Saturday, December 6, 2025
26.1 C
Bhubaneswar

ରାୟଗଡା ଅନାସ୍ଥା ଭୋଟିଂ ଶେଷ: ଫଳାଫଳ ସ୍ଥଗିତ

ରାୟଗଡା : ରାୟଗଡା ପୌର ପରିଷଦ ଉପାଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ଭୋଟିଂ ଶେଷ ହୋଇଛି। ଉପାଧ୍ୟକ୍ଷ ଶୁଭ୍ରା ପଣ୍ଡାଙ୍କ ବିରୋଧରେ ଆସିଥିବା ଅନାସ୍ଥା ଉପରେ ଭୋଟିଂ ହୋଇଛି। ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦେଶକ୍ରମେ ଫଳାଫଳ ଘୋଷଣା ସ୍ଥଗିତ ରହିଛି। ଉପ ଜିଲ୍ଲାପାଳ ତଥା ନିର୍ବାଚନ ଅଧିକାରୀ ରମେଶ ଚନ୍ଦ୍ର ଜେନା ସୂଚନା ଦେଇଛନ୍ତି। ଭୋଟ୍ ବାକ୍ସକୁ ଜିଲ୍ଲା କୋଷଗାରରେ ସଂରକ୍ଷିତ ରଖାଯାଇଛି। ଉଚ୍ଚ ନ୍ୟାୟାଳୟଙ୍କ ପରବର୍ତ୍ତୀ ରାୟ ଆସିବା ପର୍ଯ୍ୟନ୍ତ ଫଳାଫଳ ସ୍ଥଗିତ ରହିଛି। ଗତକାଲି ଅନାସ୍ଥା ବିରୋଧରେ ଭୋଟିଂ ପାଇଁ ବିଜେଡି ହ୍ବିପ୍ ଜାରି କରିଥିଲା । ସଭାପତି ନବୀନ ପଟ୍ଟନାୟକ ଦଳୀୟ କାଉନସିଲଙ୍କ ପାଇଁ ହ୍ବିପ୍ ଜାରି କରିଥିଲେ।

Hot this week

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

Related Articles

Popular Categories