www.samajalive.in
Monday, December 8, 2025
27.1 C
Bhubaneswar

ସେବାୟତଙ୍କୁ ଆକ୍ରମଣ, ୩ ଗିରଫ

ସମାଜ ଡିଜିଟାଲ ଡେସ୍କ: ଗଞ୍ଜାମ ଜିଲାର ପ୍ରସିଦ୍ଧ ପୀଠ ତାରାତାରିଣୀ ମନ୍ଦିରର ସେବାୟତଙ୍କୁ ଆକ୍ରମଣ ଘଟଣାରେ ପୁଲିସ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଆଶୁତୋଷ ରଣା, ସୁଶାନ୍ତ ଦାସ  ଏବଂ ଅନ୍ୟ ଜଣେ ନାବାଳକ। ଅଭିଯୁକ୍ତ ନାବାଳକଙ୍କୁ ଜୁଭେନାଇଲ କୋର୍ଟରେ ହାଜର କରି ସୁଧାର ଗୃହକୁ ପଠାଇ ଦିଆଯାଇଛି।

ଗତ ୧୫ ତାରିଖରେ ଏହି ଆକ୍ରମଣ ହୋଇଥିଲା। ଗୋବିନ୍ଦପୁର ଛକରେ ସେବାୟତ ଥିବାବେଳେ ଅଭିଯୁକ୍ତମାନେ ତାଙ୍କୁ ଆକ୍ରମଣ କରିଥିଲେ। ଏ ନେଇ ସେବାୟତଙ୍କ ପକ୍ଷରୁ ସ୍ଥାନୀୟ ଥାନାରେ ଅଭିଯୋଗ କରାଯାଇଥିଲା।

Hot this week

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

Related Articles

Popular Categories