www.samajalive.in
Thursday, December 11, 2025
27.1 C
Bhubaneswar

ସାମାଜିକ ଗଣମାଧ୍ୟମ​‌ରେ ଗୁଜବ ପ୍ରଚାର ନ କରିବାକୁ ପୁଲିସର ଅନୁରୋଧ

ସମାଜ ଡିଜିଟାଲ ଡେସ୍କ: ସାମ୍ପ୍ରଦାୟିକ ଭେଦଭାବ ସୃଷ୍ଟିକାରୀ କୌଣସି ମନ୍ତବ୍ୟ ସାମାଜିକ ଗଣମାଧ୍ୟମରେ ପୋଷ୍ଟ କରନ୍ତୁ ନାହିଁ କି ଏ ସମ୍ବନ୍ଧୀୟ ଗୁଜବର ପ୍ରଚାର ପ୍ରସାର କରନ୍ତୁ ନାହିଁ। କଟକ ସହରାଞ୍ଚଳ ପୁଲିସ ପକ୍ଷରୁ ଏ ନେଇ ସମସ୍ତ ଜନସାଧାରଣଙ୍କୁ ଅନୁରୋଧ କରାଯାଇଛି।

ଏକ ପୋଷ୍ଟରେ କଟକ ସହରାଞ୍ଚଳ ପୁଲିସ ପକ୍ଷରୁ କୁହାଯାଇଛି ଯେ, ସାମ୍ପ୍ରଦାୟିକ ଦଙ୍ଗା ସମ୍ବନ୍ଧୀୟ କୌଣସି ଗୁଜବ କିମ୍ବା ମିଥ୍ୟା ସୂଚନାରେ ବିଶ୍ଵାସ କରନ୍ତୁ ନାହିଁ ଏବଂ ସାମାଜିକ ଗଣମାଧ୍ୟମରେ ପ୍ରସାର କରନ୍ତୁ ନାହିଁ। ଯଦି ଏପରି କୌଣସି ସନ୍ଦେହଜନକ ବାର୍ତ୍ତା କିମ୍ବା ସୂଚନା ମିଳେ ତେବେ ତାହା ବିଷୟରେ ପୁଲିସକୁ(୭୩୨୮୦୭୭୩୨୪ ଏବଂ ୮୪୮୦୫୧୩୦୦୭) ଅବଗତ କରାନ୍ତୁ। ଏହି ପଦକ୍ଷେପ ସମାଜରେ ଶାନ୍ତି ଶୃଙ୍ଖଳା ରକ୍ଷା କରିବାରେ ଗୁରୁତ୍ଵପୂର୍ଣ୍ଣ ଭୂମିକା ନିର୍ବାହ କରିବ।

Hot this week

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

Related Articles

Popular Categories