www.samajalive.in
Friday, December 5, 2025
23.1 C
Bhubaneswar

ଭୟଙ୍କର ଭୂକମ୍ପ: ସୁନାମୀ ଆଲର୍ଟ

ନୂଆଦିଲ୍ଲୀ: ଫିଲିପାଇନ୍ସରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୭.୬ ରେକର୍ଡ ହୋଇଛି। କର୍ତ୍ତୃପକ୍ଷ ସୁନାମୀ ଚେତାବନୀ ଜାରି କରିଛନ୍ତି ଏବଂ ନାଗରିକମାନଙ୍କୁ ପରବର୍ତ୍ତୀ ଝଟକା ପାଇଁ ପ୍ରସ୍ତୁତ ରହିବାକୁ ଅନୁରୋଧ କରିଛନ୍ତି । ଭୂକମ୍ପ ହେବା ମାତ୍ରେ ସ୍ଥାନୀୟ ଲୋକେ ଭୟଭୀତ ହୋଇ ଏଣେତେଣେ ଦୌଡିଥିଲେ। ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ସୂଚନା ମିଳିଛି। ମାଣ୍ଡାନିଓ ଅଞ୍ଚଳର ଲୋକଙ୍କୁ ସ୍ଥାନାନ୍ତର ପାଇଁ ନିର୍ଦେଶ ରହିଛି। ଇଣ୍ଡେନେସିଆର ବିଭିନ୍ନ ଅଞ୍ଚଳରେ ମଧ୍ୟ ସୁନାମୀ ଆଲର୍ଟ ଜାରି ହୋଇଛି।

Hot this week

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

Related Articles

Popular Categories