www.samajalive.in
Monday, December 8, 2025
27.1 C
Bhubaneswar

୨ୟ ଟେଷ୍ଟ: ପ୍ରଥମ ଦିନରେ ଭାରତ ୩୧୮/୨

ସମାଜ ଡିଜିଟାଲ ଡେସ୍କ: ଭାରତ-ଓ୍ବେଷ୍ଟଇଣ୍ଡିଜ ୨ୟ ଟେଷ୍ଟର ପ୍ରଥମ ଦିବସରେ ଭାରତ ବ୍ୟାଟିଂ କରି ୨ ଉଇକେଟ ହରାଇ ୩୧୮ ରନ ସଂଗ୍ରହ କରିଛି। ଯଶସ୍ଵୀ ଜୟସଓ୍ବାଲଙ୍କ ଚିତ୍ତାକର୍ଷକ ଅପରାଜିତ ୧୭୩ ରନ ବଳରେ ଟିମ ଇଣ୍ଡିଆ ଏକ ବଡ଼ ସ୍କୋର ଅଭିମୁଖେ ଅଗ୍ରସର ହେଉଛି। ଜୟସଓ୍ବାଲ ଏବଂ ଶୁବମନ ଗିଲ(୨୦) ଅପରାଜିତ ରହିଛନ୍ତି। କେ.ଏଲ. ରାହୁଲ ୩୮ ଏବଂ ସାଇ ସୁଦର୍ଶନ ୮୭ ରନ କରି ଆଉଟ ହୋଇଯାଇଛନ୍ତି।

ଓ୍ବେଷ୍ଟ ଇଣ୍ଡିଜ ପକ୍ଷରୁ ଜୋମେଲ ଓ୍ବାରିକାନ ୨ଟି ଯାକ ଉଇକେଟ ଅକ୍ତିଆର କରିଛନ୍ତି। ପ୍ରଥମ ଟେଷ୍ଟରେ ଭାରତ ବିଜୟୀ ହୋଇ ୧-୦ରେ ଆଗୁଆ ରହିଛି।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories