www.samajalive.in
Saturday, December 6, 2025
26.1 C
Bhubaneswar

ଶ୍ରୀମନ୍ଦିରକୁ ରେଡ୍ ଜୋନ୍‌ ଘୋଷଣା

ପୁରୀ: ପୁରୀ ଶ୍ରୀମନ୍ଦିର ମନ୍ଦିରକୁ ରେଡ୍ ଜୋନ୍ ଭାବେ ଘୋଷଣା କରିଛି ଡିଜିସିଏ। ଶ୍ରୀମନ୍ଦିର ସୁରକ୍ଷାକୁ ଆହୁରି ମଜବୁତ୍ କରିବାକୁ ଏଭଳି ପଦକ୍ଷେପ ନିଆଯାଇଛି। ରେଡ୍ ଜୋନ୍ ଅବଧି ୩ ବର୍ଷ ଅର୍ଥାତ୍ ୨୦୨୮ ସେପ୍ଟେମ୍ବର ୨୫ ଯାଏଁ ବୈଧତା ରହିଛି। ପୂର୍ବରୁ ଶ୍ରୀମନ୍ଦିରକ ଉପରକୁ ଜୋ ଫ୍ଲାଇଂ ଜୋନ୍ ଘୋଷଣା କରାଯାଇଥିଲା। ବିଭିନ୍ନ ସମୟରେ ଶ୍ରୀମନ୍ଦିର ଉପରେ ବାରମ୍ବାର ଡ୍ରୋନ୍ ଉଡୁଥିବାନଜର ଆସିଛି। ଆଣ୍ଟି ଜୋନ୍ ଡିଭାଇସ୍ ଲାଗିଲେ ଡ୍ରୋନ୍‌କୁ କାବୁ କରାଯାଇପାରିବ। ଏବେ ଶ୍ରୀମନ୍ଦିରକୁ ରେଡ୍ ଜୋନ୍ ଘୋଷଣା କରାଯାଇଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories