www.samajalive.in
Friday, December 5, 2025
23.1 C
Bhubaneswar

ଦୁଇ ବାଇକ୍ ମୁହାଁମୁହିଁ ଧକ୍କା: ଯୁବକ ମୃତ, ଜଣେ ଗୁରୁତର

କଲ୍ୟାଣସିଂହପୁର: ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ନିକଟରେ ଦୁଇଟି ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ମୃତ ଯୁବକ ହେଲେ ଶିକରପାଇ ପଞ୍ଚାୟତ ସଦର ଡଙ୍ଗରିଆ ସାହିର ନିରଞ୍ଜନ ମିଣିଆକା(୩୦)। ଆହତ ଜଣକ ହେଲେ ନାରାୟଣପୁର ପଞ୍ଚାୟତ କୁଶୁମସିଲା ଗ୍ରାମର ନବୀନ ତିଆକା (୩୨)। ଖବରପାଇ ପୁଲିସ କଲ୍ୟାଣସିଂହପୁର ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ କରୁଛି। ଗୁରୁତର ଆହତ ନବୀନଙ୍କ ଚିକିତ୍ସା ଜାରି ରହିଛି।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories