www.samajalive.in
Friday, December 5, 2025
27.1 C
Bhubaneswar

ଅଭିଜିତ ମଜୁମଦାର ପୁଣି ଆଇସିୟୁ​‌ରେ ଭର୍ତ୍ତି

ସମାଜ ଡିଜିଟାଲ ଡେସ୍କ: ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ବିଶିଷ୍ଟ କଣ୍ଠଶିଳ୍ପୀ ତଥା ସଙ୍ଗୀତକାର ଅଭିଜିତ ମଜୁମଦାର। ଭୁବନେଶ୍ଵର ଏମ୍‌ସର ଆଇସିୟୁରେ ରଖି ତାଙ୍କୁ ଚିକିତ୍ସା କରାଯାଉଛି। ସେ ଏବେ ବି କୋମାରେ ରହିଛନ୍ତି। ଶରୀରର ସ୍ନାୟବିକ ସ୍ଥିତିରେ ସୁଧାର ଆସି ନ ଥିବା ଡାକ୍ତର କହିଛନ୍ତି।

୫୪ ବର୍ଷୀୟ ଅଭିଜିତ ଏକାଧିକ ସ୍ଵାସ୍ଥ୍ୟ ସମସ୍ୟାରେ ପୀଡ଼ିତ ରହିଛନ୍ତି। ଗତ ସେପ୍ଟେମ୍ବର ୪ରେ ତାଙ୍କୁ ଏମସରେ ଭର୍ତ୍ତି କରାଯାଇଥିଲା। ଯକୃତଜନିତ ସମସ୍ୟାଠାରୁ ଆରମ୍ଭ କରି ନିମୋନିଆ, ବ୍ଲଡ ଷ୍ଟ୍ରିମ ସଂକ୍ରମଣ ଭଳି ରୋଗରେ ସେ ପୀଡ଼ିତ। ଗତ ୨୪ ଘଣ୍ଟା ମଧ୍ୟରେ ତାଙ୍କ ସ୍ଵାସ୍ଥ୍ୟାବସ୍ଥା ଅଧିକ ଖରାପ ହେବାରେ ଲାଗିଛି। ତେଣୁ ଭେଣ୍ଟିଲେଟର ସହାୟତାରେ ତାଙ୍କୁ ରଖାଯାଇଛି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories