www.samajalive.in
Friday, December 5, 2025
23.1 C
Bhubaneswar

ହାତୀ ଆକ୍ରମଣରେ ଯୁବକ ମୃତ: ପ୍ରତିବାଦରେ ରାସ୍ତାରୋକ

ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବନାଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଖଜୁରିଆକଟା ସେକ୍ସନ ବାଲିମୀ ଗାଁର ନରୋତ୍ତମ ବେହେରା ବୋଲି ଜଣାପଡିଛି । ଆଜି ଭୋର୍ ସମୟରେ ଦୁଇ ଜଣ ଶୌଚ ହୋଇ ଫେରୁଥିବାବେଳେ ନୂଆ ବନ୍ଧ ନିକଟରେ ହାତୀ ଆକ୍ରମଣର ଶିକାର ହୋଇଥିଲେ। ଜଣେ ପ୍ରାଣ ବିକଳରେ ଖସି ପଳାଇଆସିଥିବାବେଳେ ନରୋତ୍ତମଙ୍କୁ ଘୋଷାଡି ନେଇ ମାରି ଦେଇଥିଲା । ବାରମ୍ବାର ଅଞ୍ଚଳରେ ଏଭଳି ଘଟଣା ଘଟୁଛି। କିନ୍ତୁ ବନ ବିଭାଗ କୌଣସି ପଦକ୍ଷେପ ଗ୍ରହଣ କରୁନାହିଁ। ତେଣୁ ଏହା ପ୍ରତିବାଦରେ ଆଜି ଉତ୍ତ୍ୟକ୍ତ ଲୋକେ ରାସ୍ତାରୋକ କରିଥିଲେ। ଘଟଣା ସ୍ଥଳରେ ବନବିଭାଗ ଏବଂ ପୁଲିସ୍‌ ପହଞ୍ଚି ଗ୍ରାମବାସୀମାନଙ୍କୁ ବୁଝାସୁଝା କରୁଛି ।

Hot this week

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

Related Articles

Popular Categories