www.samajalive.in
Friday, December 5, 2025
27.1 C
Bhubaneswar

ଦୁର୍ଗାପୁର ଯିବ ମହିଳା କମିଶନ ଟିମ୍

ଜଳେଶ୍ଵର : ପଶ୍ଚିମବଙ୍ଗର ଦୁର୍ଗାପୁର ଯିବ ରାଜ୍ୟ ମହିଳା କମିଶନର ଏକ ଟିମ୍। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି। ସେ କହିଛନ୍ତି ଓଡିଆ ଡାକ୍ତରୀ ଛାତ୍ରୀଙ୍କ ସହ ଗଣଦୁଷ୍କର୍ମ ଅତ୍ୟନ୍ତ ବର୍ବରକାଣ୍ଡ। ମୋ ତରଫରୁ ଯାହା କିଛି ହୋଇପାରିବ , ମୁଁ ନିଶ୍ଚୟ କରିବି। ପୀଡିତାଙ୍କ ପରିବାର ସହ ମୁଁ ଯୋଗାଯୋଗରେ ରହିଛି। ଆଇନର ଉର୍ଦ୍ଧ୍ବରେ କେହି ନୁହଁନ୍ତି, ଅଭିଯୁକ୍ତକୁ ନିଶ୍ଚୟ ଦଣ୍ଡ ମିଳିବ। ପଶ୍ଚିମବଙ୍ଗରେ ଆଇନଶୃଙ୍ଖଳା ଢିଲା ରହିଛି। ପଶ୍ଚିମବଙ୍ଗ ମହିଳା କମିଶନଙ୍କୁ ଯୋଗାଯୋଗ ପାଇଁ ଚେଷ୍ଟା କରୁଛି। ସେ ଫୋନ୍ ଉଠାଉ ନାହାନ୍ତି , ତାଙ୍କୁ ମେଲ୍ କରାଯାଇଛି। ବାଲେଶ୍ଵର ଏଡିଏମ୍ ଙ୍କ ନେତୃତ୍ଵରେ ଏକ ଟିମ୍ ଦୁର୍ଗାପୁର ଯାଇଛି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories