www.samajalive.in
Sunday, December 7, 2025
26.1 C
Bhubaneswar

ସମସ୍ତଙ୍କ ପାଇଁ ପଶ୍ଚିମବଙ୍ଗ ଏବେ ଅସୁରକ୍ଷିତ: ପ୍ରତାପ ଷଡଙ୍ଗୀ

ଜଳେଶ୍ଵର : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କ ସହ ଗଣଦୁଷ୍କର୍ମ ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ବାଲେଶ୍ଵର ସାଂସଦ ପ୍ରତାପ ଷଡଙ୍ଗୀ। ସେ କହିଛନ୍ତି ୩ ଜଣଙ୍କୁ ଗିରଫ କରିଥିବା କହୁଛନ୍ତି , ହେଲେ ମୁଖ୍ୟ ଅଭିଯୁକ୍ତ  କେବେ ଗିରଫ ହେବ। ଏ ନେଇ ଆଜି ମୁଖ୍ୟମନ୍ତ୍ରୀ ଏବଂ ସ୍ଥାନୀୟ ଏସ୍‌ପିଙ୍କ ସହ ଆଲୋଚନା କରିବି। ପଶ୍ଚିମବଙ୍ଗ ଗସ୍ତରେ ଯାଇ ପୀଡିତାଙ୍କୁ ଭେଟିବି। ପଶ୍ଚିମବଙ୍ଗ ଏବେ ଅସାମାଜିକ ଓ ଆତଙ୍କବାଦୀଙ୍କ ଆଡ୍ଡାସ୍ଥଳ ପାଲଟିଛି। କେବଳ ମହିଳା ନୁହଁନ୍ତି , ସମସ୍ତଙ୍କ ପାଇଁ ପଶ୍ଚିମବଙ୍ଗ ଏବେ ଅସୁରକ୍ଷିତ।

Hot this week

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

Related Articles

Popular Categories