www.samajalive.in
Friday, December 5, 2025
17.1 C
Bhubaneswar

ବାହୁଦା ନଦୀରେ ଭାସୁଛି ଯୁବକଙ୍କ ମୃତଦେହ

ଚିକିଟି : ନୂଆପଡା ଫାଣ୍ଡି ଅଞ୍ଚଳରେ ବିଭତ୍ସ୍ୟ ହତ୍ୟାକାଣ୍ଡ ଘଟିଛି। ସକାଳୁ ସକାଳୁ ବାହୁଦା ନଦୀରେ ଏକ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।  ମୃତ ଦେହଟି ନୂଆପଡା ର ନାରାୟଣ ପ୍ରଧାନଙ୍କର ବୋଲି ଜଣାପଡିଛି। ମୃତ ନାରାୟଣଙ୍କ ଶରୀର ର ବିଭିନ୍ନ ସ୍ଥାନରେ କ୍ଷତ ଚି଼ହ୍ନ ଥିବାବେଳେ ହାତଟିକୁ କେହି ହାଣି ଦେଇଛନ୍ତି।

ସୂଚନା ଅନୁଯାୟୀ ନାରାୟଣ ଆଜି ସକାଳୁ ସକାଳୁ ବାହୁଦା ନଦୀ ତଟ ରେ ଥିବା ପଦର କୁ ନିଜ ପନି ପରିବା ଚାଷ ଦେଖିବାକୁ ଯାଇଥିଲେ। ଡେରି ଯାଲଁ ଘରକୁ ନ ଫେରିବାରୁ ପରିବାର ଲୋକେ ବହୁ ଖୋଜାଖୋଜା କରିଥିଲେ। ପରେ ବାହୁଦା ନଦୀ ପଠାରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଥିଲା। ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories