www.samajalive.in
Friday, December 12, 2025
16.1 C
Bhubaneswar

ମମତାଙ୍କ କୁଶପୁତ୍ତଳିକା ଦାହ କଲା ଏବିଭିପି

ସମାଜ ଡିଜିଟାଲ ଡେସ୍କ: ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାର ଦୃଢ଼ ପ୍ରତିବାଦ କରିଛି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି)। ଏବିଭିପିର ଭୁବନେଶ୍ୱର ଶାଖା ତରଫରୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ କୁଶପୁତ୍ତଳିକା ଦାହ କରାଯାଇଛି। ସଂଗଠନ ପକ୍ଷରୁ କୁହାଯାଇଛି ଯେ, ପଶ୍ଚିମବଙ୍ଗରେ ନାରୀ ଅସୁରକ୍ଷିତ। ଜଣେ ଓଡ଼ିଆ ଛାତ୍ରୀଙ୍କୁ ଗଣବଳାତ୍କାର ହେବା ପରେ ସରକାର ନୀରବଦ୍ରଷ୍ଟା ସାଜିଛନ୍ତି। ଘଟଣାକୁ ଚପେଇ ଦେବା ପାଇଁ ଯେଉଁ ଷଡଯନ୍ତ୍ର କରୁଛନ୍ତି ଏହା ବିରୋଧରେ ମମତା ବାନାର୍ଜୀଙ୍କ କୁଶପୁତ୍ତଳିକା ଦାହ କରାଯାଇଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories