www.samajalive.in
Monday, December 8, 2025
20.1 C
Bhubaneswar

ଅର୍ଥନୀତିରେ ୩ ଜଣଙ୍କୁ ନୋବେଲ

ସମାଜ ଡିଜିଟାଲ ଡେସ୍କ: ଅର୍ଥନୀତିରେ ୩ ଜଣଙ୍କୁ ନୋବେଲ ପୁରସ୍କାର ମିଳିଛି। ସେମାନେ ହେଲେ ଜୋଏଲ ମୋକିର, ଫିଲିପ ଆଘିଅନ ଏବଂ ପିଟର ହାଓ୍ବିଟ। ‘ଅଭିନବୀକରଣ ଆଧାରିତ ଅର୍ଥନୈତିକ ଅଭିବୃଦ୍ଧି’ ଉପରେ ବିଶ୍ଳେଷଣ ପାଇଁ ସେମାନଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ପୁରସ୍କାର ବିଜେତାମାନଙ୍କୁ ୧୧ ନିୟୁତ ସ୍ଵେଡିଶ କ୍ରନର ପ୍ରଦାନ କରାଯିବ। ସେଥିରୁ ଜୋଏଲ ମୋକିରଙ୍କୁ ଅଧା ଏବଂ ଅନ୍ୟ ୨ ଜଣଙ୍କୁ ଅଧା ଅର୍ଥ ପୁରସ୍କାର ବାବଦରେ ପ୍ରଦାନ କରାଯିବ।

ଜୋଏଲ ମୋକିର ନେଦରଲାଣ୍ଡର ଲିଡେନଠାରେ ୧୯୪୬ରେ ଜନ୍ମଗ୍ରହଣ କରିଥିଲେ। ସେ ହରବ୍ୟୁ ବିଶ୍ଵବିଦ୍ୟାଳୟରୁ ୧୯୬୮ରେ ଅର୍ଥନୀତିରେ ସ୍ନାତକ ଡିଗ୍ରୀ ହାସଲ କରିଥିଲେ। ଫିଲିପ ଆଘିଅନ ୧୯୫୬ରେ ଫ୍ରାନ୍ସର ପ୍ୟାରିସରେ ଏବଂ ପିଟର ହାଓ୍ବିଟ ୧୯୪୬ରେ କାନାଡ଼ାରେ ଜନ୍ମଲାଭ କରିଥିଲେ।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories