www.samajalive.in
Monday, December 8, 2025
20.1 C
Bhubaneswar

ବଦଳିଲେ ଚୌଦ୍ଵାର ଜେଲର

ସମାଜ ଡିଜିଟାଲ ଡେସ୍କ: ଶେଷରେ ଚୌଦ୍ଵାର ଜେଲରକୁ ବଦଳି କରାଯାଇଛି। ଜେଲର ସନ୍ତୋଷିନୀ ଦାଶଙ୍କୁ ଚୌଦ୍ଵାର ଜେଲରୁ କଣ୍ଟାବାଞ୍ଜି ଉପକାରାଗାରକୁ ବଦଳି କରାଯାଇଛି। ସନ୍ତୋଷିନୀଙ୍କ ସ୍ଥାନରେ କଣ୍ଟାବାଞ୍ଜି ସବଜେଲ୍‌ର ଜେଲର ତଥା ଅଧୀକ୍ଷକ ରଘୁରାଜ ମାଝୀଙ୍କୁ ନିଯୁକ୍ତ କରାଯାଇଛି। ଏଣିକି ରଘୁରାଜ ଚୌଦ୍ଵାର କାରାଗାରର ଜେଲର ଭାବେ ଦାୟିତ୍ଵ ନିର୍ବାହ କରିବେ। ଏ ନେଇ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇ ସୂଚନା ଦିଆଯାଇଛି।

ଉଲ୍ଲେଖଯୋଗ୍ୟ, ନିକଟରେ ଚୌଦ୍ଵାର ଜେଲରୁ ଦୁଇ ଜଣ କଏଦୀ ତାର ଜାଲି କାଟି ପାଚେରି ଡେଇଁ ଫେରାର ହୋଇଥିଲେ। ବର୍ତ୍ତମାନ ସୁଦ୍ଧା ଉକ୍ତ କଏଦୀମାନଙ୍କର ପତ୍ତା ମିଳିନାହିଁ।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories