www.samajalive.in
Friday, December 5, 2025
20.1 C
Bhubaneswar

କ୍ୟାପିଟାଲ ଥାନା ଘେରିଲା ଅଟୋ ଚାଳକ ସଂଘ

ଭୁବନେଶ୍ୱର: କ୍ୟାପିଟାଲ ଥାନା ଘେରାଉ କରିଛନ୍ତି ଅଟୋ ଚାଳକ ସଂଘ । କ୍ୟାପିଟାଲ ଥାନା ସମ୍ମୁଖରେ ଲମ୍ବା ଲାଇନରେ ଅଟୋ ସବୁ ଛିଡା ହୋଇଛି । ଫଳରେ ରାଜମହଲରୁ ଏଜି ଛକ ପର୍ଯ୍ୟନ୍ତ ରାସ୍ତା ସମ୍ପୂର୍ଣ୍ଣ ଜାମ୍‍ ହୋଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ।

ସୂଚନା ଅନୁସାରେ କିଛି ଦିନ ତଳେ ଅନଲାଇନ ସ୍ମାର୍ଟସିଟି ଅଟୋ ଚାଳକ ସଂଘର ଜଣଙ୍କୁ ମାଡ ହୋଇଥିଲା । ଷ୍ଟେସନ ଅଟୋ ଚାଳକ ସଂଘର କିଛି ପିଲା ମାଡ ମାରିବା ନେଇ ଅଭିଯୋଗ ହୋଇଥିଲା । ଗତକାଲି ଉଭୟ ଗୋଷ୍ଠୀର ପିଲାଙ୍କୁ ପୁଲିସ ଗିରପ କରି କୋର୍ଟ ଚାଲାଣ କରିଛି ପୁଲିସ । ତେବେ ଅଟୋ ଚାଳକ ସଂଘ ଅଭିଯୋଗ କରିଛି ଯେ ଦୋଷୀକୁ ପୁଲିସ ଗିରଫ ନକରି ନିର୍ଦୋଷକୁ ଗିରଫ କରିଛି । ଏହାର ପ୍ରତିବାଦରେ କ୍ୟାପିଟାଲ ଥାନାକୁ ଘେରାଉ କରିଛି ସ୍ମାର୍ଟ ସିଟି ଅଟୋ ଚାଳକ ସଂଘ ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories