www.samajalive.in
Friday, December 12, 2025
26.1 C
Bhubaneswar

ପ୍ରତିଶୋଧ ନେବାକୁ ଜୈଶର ଧମକ

ନୂଆଦିଲ୍ଲୀ: ଗତ ୨୬ ତାରିଖରେ ଭାରତୀୟ ବାୟୁସେନା ପାକିସ୍ତାନ ଅଧିକୃତ କାଶ୍ମୀର(ପିଓକେ)ରେ ଜୈଶ ଆତଙ୍କବାଦୀ ଶିବିର ଉପରେ ବିମାନ ଆକ୍ରମଣ କରିଥିଲା। ବର୍ତ୍ତମାନ ଏହାର ପ୍ରତିଶୋଧ ନେବାକୁ ଜୈଶ ସଂଗଠନ ଧମକ ଦେଇଛି। ଜୈଶ ଆକ୍ରମଣ କରିବା ଲାଗି ଯୋଜନା କରୁଥିବା ଗୁଇନ୍ଦା ସୂଚନା ମିଳିଛି। ପୂର୍ବରୁ ଦିଲ୍ଲୀ ସମେତ ୨୯ ସ୍ଥାନରେ ଆତ୍ମଘାତୀ ବିସ୍ଫୋରଣ ଘଟାଇବାକୁ ଜୈଶ ଧମକ ଦେଇଥିଲା। ଏହା ପରେ ରାଜଧାନୀ ଦିଲ୍ଲୀରେ ଆଲର୍ଟ ଜାରି କରାଯାଇଥିବାବେଳେ ସୁରକ୍ଷା କର୍ମୀମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଥିବା ଜଣେ ବରିଷ୍ଠ ଅଧିକାରୀ ନାମ ଗୋପନ ରଖିବା ସର୍ତ୍ତରେ କହିଛନ୍ତି।

ସମ୍ପୃକ୍ତ ଅଧିକାରୀଙ୍କ କହିବା ଅନୁଯାୟୀ, ଜୈଶ ସଂଗଠନ ପୂର୍ବରୁ ଲଗାତର ଆକ୍ରମଣ କରିବାର ନଜର ରହିଛି। ୨୦୦୧ ଅକ୍ଟୋବରରେ ଏହି ସଂଗଠନ ଜାମ୍ମୁ-କାଶ୍ମୀର ବିଧାନସଭାରେ ଆକ୍ରମଣ କରିଥିଲା। ଏହାର ୨ମାସ ମଧ୍ୟରେ ସମାନ ଢଙ୍ଗରେ ସଂସଦ ଉପରେ ଆକ୍ରମଣ କରିଥିଲା। ତେଣୁ ପୁଲୱାମା ଆକ୍ରମଣ ପରେ ପୁଣି ଅନୁରୂପ ଆକ୍ରମଣ କରିପାରେ ବୋଲି ସମ୍ପୃକ୍ତ ଅଧିକାରୀ କହିଛନ୍ତି।

Hot this week

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

Related Articles

Popular Categories