www.samajalive.in
Monday, December 8, 2025
27.1 C
Bhubaneswar

୧୬ରେ ନୂଆପଡା ଯିବେ ମୁଖ୍ୟମନ୍ତ୍ରୀ 

ସମାଜ ଡିଜିଟାଲ ଡେସ୍କ: ଆସନ୍ତା ୧୬ତାରିଖରେ ନୂଆପଡା ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୧୬ରେ ବିଜେପି ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ ବେଳେ ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ  । ନାମାଙ୍କନ ବେଳେ ଉପସ୍ଥିତ ରହିବା ସହ ବିଶାଳ ସମାବେଶ କରିବେ ବୋଲି ସୂଚନା ମିଳିଛି । ଏନେଇ ବିଜେପି ରାଜ୍ୟସଭା ସାଂସଦ ସୁଜିତ କୁମାର ସୂଚନା ଦେଇଛନ୍ତି । ଦୁଇ ହଜାରରୁ ଅଧିକ ବିଜେଡି ଓ କଂଗ୍ରେସ କର୍ମୀ ବିଜେପିରେ ସାମିଲ୍‍ ହେବେ ବୋଲି ସେ କହିଛନ୍ତି ।
ତେବେ ବିଜେପିରୁ ଏପର୍ଯ୍ୟନ୍ତ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇନଥିବା ବେଳେ ଜୟ ଢୋଲକିଆଙ୍କ ନାଁ ଚୂଡାନ୍ତ ହୋଇଛି, କେବଳ ଘୋଷଣା ବାକି ରହିଛି । ବିଜେପି ଏହି ଉପନିର୍ବାଚନରେ ୫୦ହଜାରରୁ ଅଧିକ ଭୋଟରେ ଜିତିବ ବୋଲି କୁହାଯାଇଛି ।

Hot this week

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

Related Articles

Popular Categories