www.samajalive.in
Friday, December 5, 2025
20.1 C
Bhubaneswar

ନୂଆପଡାରେ ବିଜେପିର ମିଶ୍ରଣ ପର୍ବ

ନୂଆପଡ଼ା ଜିଲ୍ଲା କୋମନା ବ୍ଲକ ଉଦ୍ୟାନବନ୍ଧ ଠାରେ ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି । ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ପ୍ରାୟ ୧୮ଜଣ ସରପଞ୍ଚ, ୨୦ଜଣ ସମିତି ସଭ୍ୟଙ୍କ ସହ ପ୍ରାୟ ୩୦ଟି ବିଭିନ୍ନ ସଂଗଠନର ଅଧିକାରୀ ଏବଂ ଶହ ଶହ କର୍ମୀ ବିଜେପିରେ ସାମିଲ ହୋଇଛନ୍ତି ।

ଏହି ସଭାରେ ରାଜ୍ୟ ସଭାପତିଙ୍କ ସହ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ, ପୂର୍ବତନ ରାଜ୍ୟ ସଭାପତି ବସନ୍ତ ପଣ୍ଡା, କଳାହାଣ୍ଡି ସାଂସଦ ମାଳବିକା ଦେବୀ,କଳାହାଣ୍ଡି ର ପୂର୍ବତନ ସାଂସଦ ଭାଜପା ର ଉପ ନିର୍ବାଚନ ପ୍ରାର୍ଥୀ ଜୟ ଢୋଲକିଆ, ଧର୍ମଗଡ ବିଧାୟକ ସୁଧୀର ପାଟ ଯୋଶୀ, ପ୍ରସନ୍ନ କୁମାର ପାଢ଼ୀ , ଅଭିନନ୍ଦନ ପଣ୍ଡା , ସରୋଜ କୁମାର ସାହୁ, ଡ଼ ସୋନିଆ ଜୈନ , ଗୋଲ୍ଡି ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ଥିଲେ। ଜୟ ଢୋଲକିଆ ବିଜେପିରେ ମିଶିବା ପରେ ପ୍ରାର୍ଥୀ ହୋଇଥିବାରୁ ତାଙ୍କୁ ଦଳ ବିଜୟ କରିବାକୁ ପୁରା ଅଣ୍ଟା ଭିଡିଛି । ଏଥିପାଇଁ ବିଜେଡିରୁ ଅନେକ କର୍ମୀ ଦଳ ଛାଡି ବିଜେପିରେ ସାମିଲ ହୋଇଛନ୍ତି ।

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories