www.samajalive.in
Friday, December 5, 2025
23.1 C
Bhubaneswar

ନାଣ୍ଡୁ ଅପରାଧୀ ଚରିତ୍ରର ବ୍ୟକ୍ତି: ଭକ୍ତ ଦାସ

ଭୁବନେଶ୍ଵର: କଂଗ୍ରେସ ଭବନ ବାହାରେ ହାଇଡ୍ରାମାକୁ ନେଇ ପିସିସି ସଭାପତି ଭକ୍ତ ଦାସ ସ୍ପଷ୍ଟମତ ରଖିଛନ୍ତି। ସେ କହିଛନ୍ତି ନାଣ୍ଡୁ ଧଳ ଜଣେ ଅପରାଧିକ ଚରିତ୍ରର ବ୍ୟକ୍ତି । ସେ କଂଗ୍ରେସର ସଦସ୍ୟ ହୋଇପାରିବେ ନାହିଁ। ସଦସ୍ୟତା ମଗାଯାଏ, ଛଡାଇକି ନିଆଯାଏନାହିଁ। ରାହୁଲ ଗାନ୍ଧୀଙ୍କ ପାଖକୁ ଯଦି ଯାଇପାରିବେ ତାହାଲେ ଯାଆନ୍ତୁ। ମୁଁ କଂଗ୍ରେସ ଅଧ୍ୟକ୍ଷ ଭାବେ କହୁଛି, ତାଙ୍କୁ ଗ୍ରହଣ କରାଯିବନାହିଁ।

Hot this week

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

Related Articles

Popular Categories