www.samajalive.in
Monday, December 8, 2025
14.1 C
Bhubaneswar

ପୀତବାସ ପଣ୍ଡାଙ୍କ ହତ୍ୟାକାଣ୍ଡ ମାମଲା: ବିହାରରୁ ୨ଜଣଙ୍କୁ ଉଠାଇ ଆଣିଲା ପୁଲିସ

ସମାଜ ଡିଜିଟାଲ ଡେସ୍କ: ବିଜେପି ନେତା ତଥା ବରିଷ୍ଠ ଆଇନଜୀବୀ ପୀତବାସ ପଣ୍ଡାଙ୍କ ହତ୍ୟାକାଣ୍ଡର ୧୦ଦିନ ବିତିଲାଣି । ତଥାପି ମୁଖ୍ୟ ଅଭିଯୁକ୍ତଙ୍କୁ ଧରିପାରିନି ପୁଲିସ । ଏହି ଘଟଣାରେ ତଦନ୍ତ ଜୋରଦାର କରୁଥିବା ବ୍ରହ୍ମପୁର ପୁଲିସ ବିହାରରୁ ଦୁଇ ଜଣଙ୍କୁ ଉଠାଇ ଆଣିଛି । କୁହାଯାଉଛି ଯେ ଏହି ଦୁଇ ଜଣଙ୍କ ମଧ୍ୟରୁ ଜଣେ ସାର୍ପ ସୁଟର ହୋଇଥିବା ବେଳେ ଅନ୍ୟ ଜଣେ ରେକି ଟିମରେ ସାମିଲ ଥିବା ସୂଚନା ମିଳିଛି ।

ଏହି ଘଟଣାରେ ପୀତବାସଙ୍କ ଘନିଷ୍ଠ ସହଯୋଗୀ ଓ ଜଣେ ବ୍ୟବସାୟୀଙ୍କୁ ମଧ୍ୟ ଜେରା କରିଛି ପୁଲିସ । ପୀତବାସଙ୍କ ଘର ପାଖରେ ଓ ସହର ଭିତରେ ଥିବା ସିସିଟିଭିରୁ ପୁଲିସକୁ କିଛି ସୁରାକ ମିଳିଥିବା କୁହାଯାଉଛି । ବିହାରରୁ ବନ୍ଧୁକ ଆଣି ପୀତବାସଙ୍କୁ ହତ୍ୟା କରାଯାଇଥିବା ଚର୍ଚ୍ଚା ହେଉଛି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories