www.samajalive.in
Friday, December 5, 2025
27.1 C
Bhubaneswar

ମହାପ୍ରଭୁଙ୍କ ଅନ୍ନପ୍ରସାଦ ବିଜ୍ଞାପନ: ଆପ୍‍ ବିରୋଧରେ ଏତଲା

ସମାଜ ଡିଜିଟାଲ ଡେସ୍କ: ଅନଲାଇନରେ ଅନ୍ନପ୍ରସାଦ ମିଳିବା ନେଇ ଏକ ବଡ ଅନଲାଇନ ଖାଦ୍ୟ ଡେଲିଭରୀ କମ୍ପାନୀ ପକ୍ଷରୁ ବିଜ୍ଞାପନ ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ପୁରୀ ସାଇବର ଥାନାରେ କମ୍ପାନୀ ବିରୋଧରେ ଏତଲା ଦିଆଯାଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନିର୍ଦେଶ ପରେ ଏତଲା ଦିଆଯାଇଛି ।
ଅନଲାଇନରେ ମହାପ୍ରଭୁଙ୍କ ପ୍ରସାଦ ବିକ୍ରି କରି ଜଗନ୍ନାଥଙ୍କୁ ଅପମାନ କରାଯାଉଛି ବୋଲି ଅଭିଯୋଗ ହୋଇଛି ।  ଏଭଳି ବିକ୍ରି ପାଇଁ କୌଣସି ଅନୁମତି ଦିଆଯାଇନି। ତୁରନ୍ତ ଏ ବିଜ୍ଞାପନକୁ ଅପସାରଣ ପାଇଁ ଗୁରୁତ୍ବ ଦିଆଯାଉଥିବ ଶ୍ରୀମନ୍ଦିର ସୁରକ୍ଷା ପ୍ରଶାସକ ହେମନ୍ତ କୁମାର ପାଢୀ ସୂଚନା ଦେଇଛନ୍ତି।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories