www.samajalive.in
Friday, December 5, 2025
27.1 C
Bhubaneswar

ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଆଜି ୭୯ତମ ଦିନ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ଏହାସହିତ ମୁଖ୍ୟମନ୍ତ୍ରୀ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ନବୀନଙ୍କ ପାଇଁ ଉତ୍ତମ ସ୍ୱାସ୍ଥ୍ୟ, ଦୀର୍ଘ ଏବଂ ସୁଖମୟ ଜୀବନ କାମନା କରିଛନ୍ତି ।

- Advertisement -

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସକାଳେ ଫୋନ୍ ଯୋଗେ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କ ସହିତ କଥା ହୋଇ ତାଙ୍କୁ ଜନ୍ମ ଦିନର ଶୁଭେଛା ଜଣାଇଛନ୍ତି।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories