www.samajalive.in
Sunday, December 7, 2025
26.1 C
Bhubaneswar

ସ୍ତ୍ରୀର ତଣ୍ଟି ଚିପି ହତ୍ୟା କଲା ମଦ୍ୟପ ସ୍ଵାମୀ : ଅଭିଯୁକ୍ତ ଅଟକ

ସୁନ୍ଦରଗଡ : ସୁନ୍ଦରଗଡ ଜିଲ୍ଲା କିଞ୍ଜିରକେଲା ଥାନା ବନ୍ଧବାହାଲ ନିକଟ ଗାଇଡେଗା ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀର ତଣ୍ଟି ଚିପି ହତ୍ୟା କରିଛି ମଦ୍ୟପ ସ୍ଵାମୀ। ମୃତକ ସଞ୍ଜୁ ତନ୍ତୀ ବୋଲି ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ ଅଭିଯୁକ୍ତ ସ୍ଵାମୀ ଅର୍ଜୁନ୍ ସିଂ ସବୁବେଳେ ରାତିରେ ନିଶାଶକ୍ତ ଅବସ୍ଥାରେ ଆସି ନିଜ ସ୍ତ୍ରୀ ସହ ଝଗଡା ଓ ମାରପିଟ୍ କରିଥାଏ। ଗତକାଲି ରାତିରେ ମଧ୍ୟ ଅର୍ଜୁନ୍ ମଦ ପିଇ ଆସି ସ୍ତ୍ରୀ ସହ ଝଗଡା କରିଥିଲେ। ଏଥିରେ ଉତ୍ତ୍ୟକ୍ତ ହୋଇ ସେ ନିଜ ସ୍ତ୍ରୀଙ୍କର ତଣ୍ଟି ଚିପି ହତ୍ୟା କରିଥିଲେ। ପରେ ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ସ୍ଵାମୀ ଅଟକ ରଖି ପଚରାଉଚରା କରିବା ସହ ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories