www.samajalive.in
Saturday, December 6, 2025
26.1 C
Bhubaneswar

ସରକାରୀ ଜାଗାକୁ ନେଇ ଦୁଇ ଗାଁ ମୁହାଁମୁହିଁ, ୪ ଆହତ

ସମାଜ ଡିଜିଟାଲ ଡେସ୍କ: ସରକାରୀ ଜାଗାକୁ ନେଇ ଦୁଇ ଗାଁ ମୁହାଁମୁହିଁ ହୋଇଛନ୍ତି। ଗଞ୍ଜାମ ଜିଲା ଦିଗପହଣ୍ଡି ଅନ୍ତର୍ଗତ ସିଙ୍ଗିପୁର ଏବଂ ରତ୍ନମଣିପୁର ଗ୍ରାମ ମଧ୍ୟରେ ଗଣ୍ଡଗୋଳ ଘଟିଛି। ଏଥିରେ ୪ ଆହତ ହୋଇଛନ୍ତି। ସରକାରୀ ଜାଗାକୁ ନେଇ ଗ୍ରାମବାସୀ ପରସ୍ପରଙ୍କୁ ଟେକାପଥର ମାଡ଼ କରିଥିଲେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ଉପରେ ନଜର ରଖିଛି। ସ୍ଥାନୀୟ ତହସିଲଦାର ଏବଂ ଆଇଆଇସି ଗାଁରେ ପହଞ୍ଚିଥିବାବେଳେ ଲୋକ ସେମାନଙ୍କୁ ଘେରାଉ କରିଥିଲେ। ପରବର୍ତ୍ତୀ ସମୟରେ ଉପଜିଲାପାଳ ମଧ୍ୟ ପହଞ୍ଚିଥିବା ସୂଚନା ମିଳିଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories