www.samajalive.in
Sunday, December 7, 2025
26.1 C
Bhubaneswar

ଫେବ୍ରୁଆରୀ ୧୫ରୁ ୨୫ଭିତରେ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ୱର: ଆସନ୍ତା ଫେବ୍ରୁଆରୀ ୧୫ରୁ ୨୫ଭିତରେ ହେବ ଯୁକ୍ତ ଦୁଇ ପରୀକ୍ଷା । ୧୫ରୁ ୨୫ଭିତରେ ଯେକୌଣସି ତାରିଖରେ ପରୀକ୍ଷା ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ଉଚ୍ଚମାଧ୍ୟମକ ଶିକ୍ଷା ପରିଷଦର ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ ପରିଡା । ଡିସେମ୍ବର ୧୫ତାରିଖ ସୁଦ୍ଧା ପିଲମାନଙ୍କୁ ମିଳିବ ଆଡମିଟ୍‍ କାର୍ଡ । ଇଣ୍ଟରନାଲ ପରୀକ୍ଷା ଡିସେମ୍ବର ୨୨ରୁ ୩୧ଯାଏଁ ହେବ । ଜାନୁଆରୀ ୨ରୁ ୧୫ଯାଏଁ ପ୍ରାକ୍ଟିକାଲ ପରୀକ୍ଷା କରାଯିବ । ନଭେମ୍ବର ୨୯ସୁଦ୍ଧା ପରୀକ୍ଷା ସେଣ୍ଟରରେ ଲାଗିବ ସିସିଟିଭି କ୍ୟାମେରା । ଚଳିତ ଥର ମୋଟ ୧୩୪୯ସେଣ୍ଟରରେ ହେବ ଯୁକ୍ତ ଦୁଇ ପରୀକ୍ଷା ।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories